କନକ ବ୍ୟୁରୋ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି । ଗତକାଲି ମୃତ୍ୟୁ ସଂଖ୍ୟା ୯ଥିବାବେଳେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଅନ୍ୟ ୧୯ ଜଣ ଚିକିତ୍ସାଧିନ ଥିବା ସୂଚନା ରହିଛି ।
ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି । ଅନ୍ୟ ୧୯ଜଣ ଚିକିତ୍ସାଧିନ । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା ।
/kanak/media/post_attachments/wp-content/uploads/2024/06/puri.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)