ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ମିଳିଲାନି ଆଶ୍ୱସ୍ତି: ହାଇକୋର୍ଟଙ୍କ ରାୟକୁ ଅପେକ୍ଷା କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

Advertisment
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ମିଳିଲାନି ଆଶ୍ୱସ୍ତି: ହାଇକୋର୍ଟଙ୍କ ରାୟକୁ ଅପେକ୍ଷା କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

କନକ ବ୍ୟୁରୋ: ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି । ଜେଲ୍‌ରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ। ମଦ ଦୁର୍ନୀତି ମାମଲାରେ କେଜ୍ରିଓ୍ୱାଲଙ୍କ ଅନ୍ତରୀଣ ଜାମିନ ଉପରେ ଦିଲ୍ଲୀ ହାଇକୋର୍ଟ ଲଗାଇଥିବା ରୋକ୍‌କୁ ହଟାଇବା ପାଇଁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ଅପେକ୍ଷ କର ଆଗକୁ କ'ଣ ହେଉଛି ଦେଖ। ଅମେ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବା ଉଚିତ୍। ଯଦି ହାଇକୋର୍ଟ ଏହାର ନିଷ୍ପତ୍ତି ସଂରକ୍ଷିତ ରଖିଛନ୍ତି ତେବେ ଏଥିରେ ହସ୍ତକ୍ଷେପ କରିବା ଉପଯୁକ୍ତ ନୁହେଁ। ମଙ୍ଗଳବାର ସୁଦ୍ଧା ହାଇକୋର୍ଟଙ୍କ ନିଷ୍ପତ୍ତି ଆସିବାର ସମ୍ଭାବନା ରହିଛି। ତେଣୁ ବୁଧବାର ଏହି ଆବେଦନର ପରବର୍ତ୍ତୀ ଶୁଣାଣି ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe