ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତୈନ୍ଦ୍ର ଜୈନ ଗିରଫ । ମନି ଲଣ୍ଡ୍ରିଂ ମାମଲାରେ ଇଡି ଗିରଫ କରିଛି ।

151

କନକ ବ୍ୟୁରୋ : ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତୈନ୍ଦ୍ର ଜୈନ ଗିରଫ । ସତୈନ୍ଦ୍ର ଜେନକୁ ମନି ଲଣ୍ଡ୍ରିଂ ମାମଲାରେ ଇଡି ଗିରଫ କରିଛି । ଅର୍ଥ ହେରଫେର ମାମଲାରେ ତାଙ୍କୁ ଗିରଫ କରାଯାଇଛି । ଦିଲ୍ଲୀ ସରକାର ମନ୍ତ୍ରୀ ଥିବା ସତୈନ୍ଦ୍ର ମିଛ କମ୍ପାନୀ ଜରିଆରେ ଟଙ୍କା ନେଣଦେଣର ଅଭିଯୋଗ ପରେ ଇଡି ତାଙ୍କୁ ଗିରଫ କରିଛି ।