ତେଜିଲା ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ଦାବି ; ଧାରଣାରେ ଛାତ୍ରଛାତ୍ରୀ

ତେଜିଲା ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ଦାବି ; ଧାରଣାରେ ଛାତ୍ରଛାତ୍ରୀ

କନକ ବ୍ୟୁରୋ: ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ । ୟୁଜିସି ମାନ୍ୟତା ଦାବିରେ ବିଶ୍ୱବିଦ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ । ପୂର୍ବରୁ ଏନେଇ ଦକ୍ଷିଣାଞ୍ଚଳ ଆରଡ଼ିସିଙ୍କୁ ଦାବିପତ୍ର ଦେଇଥିଲେ ଛାତ୍ର ସଂଗଠନ । କିନ୍ତୁ ଦାବି ପୂରଣ ଦିଗରେ କିଛି ଆନ୍ତରିକତା ନଥିବା ଦର୍ଶାଇ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରଛାତ୍ରୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe