କନକ ବ୍ୟୁରୋ: ଉତ୍ତରପ୍ରଦେଶର ଦେଓରିଆ ଡୁମରୀ ଗ୍ରାମରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଛି ।
ଚା' ତିଆରି କରୁଥିବା ବେଳେ ଏଲପିଜି ସିଲିଣ୍ଡର ବିସ୍ଫୋରଣ ହୋଇଥିଲା। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୩ ଶିଶୁଙ୍କ ମୃତ୍ୟୁ ଘଟିଛି। ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିବା ଡିଏମ୍ ଏସପି ଘଟଣାସ୍ଥଳର ସମୀକ୍ଷା କରିବା ସହ ସମ୍ପୂର୍ଣ୍ଣ ରିପୋର୍ଟ ସରକାରଙ୍କୁ ପଠାଇଛନ୍ତି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/03/blast.jpg)