ଚା’ କରିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର । ୩ ଶିଶୁଙ୍କ ସହ ମହିଳାଙ୍କ ମୃତ୍ୟୁ ।

ଚା’ କରିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର । ୩ ଶିଶୁଙ୍କ ସହ ମହିଳାଙ୍କ ମୃତ୍ୟୁ ।

କନକ ବ୍ୟୁରୋ: ଉତ୍ତରପ୍ରଦେଶର ଦେଓରିଆ ଡୁମରୀ ଗ୍ରାମରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଛି ।

ଚା' ତିଆରି କରୁଥିବା ବେଳେ ଏଲପିଜି ସିଲିଣ୍ଡର ବିସ୍ଫୋରଣ ହୋଇଥିଲା। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୩ ଶିଶୁଙ୍କ ମୃତ୍ୟୁ ଘଟିଛି। ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିବା ଡିଏମ୍ ଏସପି ଘଟଣାସ୍ଥଳର ସମୀକ୍ଷା କରିବା ସହ ସମ୍ପୂର୍ଣ୍ଣ ରିପୋର୍ଟ ସରକାରଙ୍କୁ ପଠାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe