କନକ ବ୍ୟୁରୋ : ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଆବପାତରେ ପରିଣତ ହେବ । ଉତ୍ତର-ପୂର୍ବ ଦିଗରେ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।
ତେବେ ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବ । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ । ସମ୍ଭାବ୍ୟ ବାତ୍ୟା ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ରରେ ପହଞ୍ଚିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/05/21-21.jpg)