ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ୨୫ସୁଦ୍ଧା ବାତ୍ୟା ଓ ୨୬ରେ ଭିଷଣ ବାତ୍ୟାରେ ହୋଇପାରେ ପରିଣତ

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ୨୫ସୁଦ୍ଧା ବାତ୍ୟା ଓ ୨୬ରେ ଭିଷଣ ବାତ୍ୟାରେ ହୋଇପାରେ ପରିଣତ

କନକ ବ୍ୟୁରୋ : ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଆବପାତରେ ପରିଣତ ହେବ । ଉତ୍ତର-ପୂର୍ବ ଦିଗରେ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।

ତେବେ ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବ । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ । ସମ୍ଭାବ୍ୟ ବାତ୍ୟା ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ରରେ ପହଞ୍ଚିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe