କନକ ବ୍ୟୁରୋ : ନବଦିନାତ୍ମକ ଯାତ୍ରାରେ ଆସିଥିବା ଶ୍ରୀଜିଉ ଗୁଣ୍ଡିଚା ମନ୍ଦିରରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ମହାପ୍ରଭୁଙ୍କ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିରରେ ପ୍ରବଳ ଗହଳି ଲାଗୁଛି । ସୋମବାର ଶ୍ରୀଜିଉଙ୍କ ବାହୁଡା ଯାତ୍ରା । ଭାଇଭଉଣୀଙ୍କୁ ସାଥିରେ ଧରି ଶ୍ରୀମନ୍ଦିରକୁ ବାହୁଡିବେ ଜଗତରନାଥ ଜଗନ୍ନାଥ । ଏଥିପାଇଁ ଆସନ୍ତାକାଲିଠୁ ପ୍ରକ୍ରିୟା ଆରମ୍ଭ ହେବ । କାଲି ସନ୍ଧ୍ୟା ଦର୍ଶନ ପରେ ବାହୁଡା ନୀତିକାନ୍ତି କରାଯିବ । ଏଥିପାଇଁ ଆସନ୍ତାକାଲି ସନ୍ଧ୍ୟା ୭ଟା ପରଠାରୁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ।
ଦେଖନ୍ତୁ ଏହି ଭିଡିଓ –
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/07/ratha.jpg)