କନକ ବ୍ୟୁରୋ: ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ସାରା ଓଡ଼ିଶା । ଭୋରୁ ଭୋରୁ ହଜାର ହଜାର ଶଦ୍ଧାଳୁ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି । ପୁରୀ ବେଳାଭୂମି, ଭୁବନେଶ୍ୱର ବିନ୍ଦୁସାଗରରେ ଶ୍ରଦ୍ଧାଳକୁ ମାନେ ଭୋର ୪ ଟାରୁ ଉଠି ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇଛନ୍ତି ।
ବିଶ୍ୱାସ ରହିଛି ବର୍ଷକରେ ଥରେ ଏହି ଦିନରେ ସ୍ନାନ କରି ଡଙ୍ଗା ଭସାଇଲେ ପୂଣ୍ୟ ମିଳିଥାଏ । ଯେଉଁଥିପାଇଁ ଲୋକେ ଡଙ୍ଗାରେ ପାନ, ଗୁଆର ଥୋଇ ଧରମ ମାସରେ ଡଙ୍ଗା ଭସାଉଛନ୍ତି । ଭିଡକୁ ଦୃଷ୍ଟିରେ ରଖି ପୁରୀ, ଭୁବନେଶ୍ୱର, ଚନ୍ଦ୍ରଭାଗା ଆଦି ସ୍ଥାନରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/11/2-50.jpg)