ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Advertisment
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

କନକ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି ତଥା ଶୃଙ୍ଗାର ନୀତି । ଏଥିପାଇଁ ଭକ୍ତଙ୍କ ପାଇଁ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ରଥଯାତ୍ରା ପରେ ଏହା ହେଉଛି ମହାପ୍ରଭୁଙ୍କ ପ୍ରଥମ ବନକଲାଗି ନୀତି । ଏଥିରେ ପ୍ରକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe