କନକ ବ୍ୟୁରୋ : ନକ୍ସଲ ଓ ମାଓ ଦମନ ନେଇ ପୋଲିସ ଡିଜିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ଡିଜିପିଙ୍କୁ ଭୁବନେଶ୍ୱର କ୍ୟାମ୍ପ ଅଫିସରେ ବୈଠକ ବସିଥିବା ବେଳେ ଗୁଇନ୍ଦା ବିଭାଗ ନିର୍ଦେଶକ ସେମେନ୍ଦ୍ର ପ୍ରିୟଦର୍ଶୀ, ଏଡିଜି ଅପରେସନ ଦେବଦତ ସିଂ ଓ ବହୁ ବରିଷ୍ଠ ଆଇପିଏସ ଅଧିକାରୀମାନେ ଉପସ୍ଥିତ ଅଛନ୍ତି ।
ଆଗକୁ ନିର୍ବାଚନ ଥିବା ବେଳେ ମାଓବାଦୀ ଓ ନକ୍ସଲଙ୍କ କାର୍ଯ୍ୟକଳାପ ଉପରେ କିଭଳି ରୋକ୍ ଲଗାଇ ହେବ ସେନେଇ ଏହି ବୈଠକରେ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ ହେଉଛି । ରାଜ୍ୟର ମାଓ ପ୍ରବଣ ଜିଲ୍ଲା ଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା ଓ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ଚାଲିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/04/10-12.jpg)