କାଉଡିଆଙ୍କ ପାଇଁ ଆସିଲା ବଡ ଖବର । ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ୍ କଳସ ମନା ।

କାଉଡିଆଙ୍କ ପାଇଁ ଆସିଲା ବଡ ଖବର । ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ୍ କଳସ ମନା ।

କନକ ବ୍ୟୁରୋ: ଶ୍ରାବଣ ମାସ ଆରମ୍ଭ ହେବାକୁ ଆଉ ମାତ୍ର ଦିନ କେଇଟା ବାକି । ଶ୍ରାବଣ ସୋମବାରରେ ଶୈବପୀଠରେ ଜଳଲାଗି କରିବେ କାଉଡିଆ । ଆଉ ଶ୍ରାବଣ ଆରମ୍ଭ ହେବା ପୂର୍ବରୁ କାଉଡିଆଙ୍କ ପାଇଁ ଆସିଛି ବଡ ଖବର । ଏଣିକି ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ କଳସୀରେ ପାଣି ନେଇପାରିବେନି କାଉଡିଆ ମାନସିକଧାରୀ । ମିଳିଥିବା ସୂଚନା ମୁତାବକ, ଧବଳେଶ୍ୱରଙ୍କ ପାଖକୁ ନିଷେଧ ହେଇଛି ପ୍ଲାଷ୍ଟିକ୍ କଳସ । ଯଦି କେହି ମାନସିକଧାରୀ ପ୍ଲାଷ୍ଟିକ୍ କଳସ ଧରି ପାଣି ଲାଗି କରିବାକୁ ଆସନ୍ତି, ତେବେ ତାଙ୍କ ଜଳ ଲାଗି କରାଯିବନି ବୋଲି କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe