କନକ ବ୍ୟୁରୋ: ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ତିହିଡି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସ ବିଜେଡିର ପ୍ରାର୍ଥୀ ହୋଇଛନ୍ତି । ଦୀର୍ଘ ସମୟର ଆଲୋଚନା ପରେ ବିଜେଡି ପ୍ରାର୍ଥୀ ଘୋଷଣା ହୋଇଛି । ପୂର୍ବରୁ ବିଜେପି ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ବାବା ହରେକୃଷ୍ଣ ଦାସଙ୍କୁ ପ୍ରାର୍ଥୀ କରିଥିଲା।
ଧାମନଗର ଉପନିର୍ବାଚନ: ଅବନ୍ତୀ ଦାସ ବିଜେଡି ପ୍ରାର୍ଥୀ। ପୂର୍ବରୁ ବିଜେପି ଓ କଂଗ୍ରେସ ଘୋଷଣା କରିଛି ପ୍ରାର୍ଥୀ।
/kanak/media/post_attachments/wp-content/uploads/2022/10/Collage-Maker-12-Oct-2022-06.53-PM.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)