କନକ ବ୍ୟୁରୋ: ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ତିହିଡି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସ ବିଜେଡିର ପ୍ରାର୍ଥୀ ହୋଇଛନ୍ତି । ଦୀର୍ଘ ସମୟର ଆଲୋଚନା ପରେ ବିଜେଡି ପ୍ରାର୍ଥୀ ଘୋଷଣା ହୋଇଛି । ପୂର୍ବରୁ ବିଜେପି ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ବାବା ହରେକୃଷ୍ଣ ଦାସଙ୍କୁ ପ୍ରାର୍ଥୀ କରିଥିଲା।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us