କନକ ବ୍ୟୁରୋ: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ । ମା ସମଲେଇଙ୍କ ଦର୍ଶନ କରିବା ପରେ ନାମାଙ୍କନ ଭରିବାକୁ ଯିବେ କେନ୍ଦ୍ରମନ୍ତ୍ରୀ । ଏଥିପାଇଁ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ମଧ୍ୟ ନାମାଙ୍କନ ଦାଖଲ କରିବେ । ଏହାସହ ପୁରୀ ଲୋକସଭା ଆସନରୁ ନାମାଙ୍କନ ଭରିବେ ଅରୁୁପ ପଟ୍ଟନାୟକ । ନାମାଙ୍କନ ବେଳେ ଶକ୍ତି ପଦର୍ଶନ ପାଇଁ ସବୁ ଦଳ ପ୍ରସ୍ତୁତି ଜୋରଦାର କରିଛନ୍ତି ।
ଆଜି ନାମାଙ୍କନ ଦାଖଲ କରିବେ ହେଭିୱେଟ ନେତା । ସମ୍ବଲପୁରରେ ଧର୍ମେନ୍ଦ୍ର, ପୁରୀରେ ଅରୁପ ଏବଂ ଭୁବନେଶ୍ୱରରେ ଅପରାଜିତା
/kanak/media/post_attachments/wp-content/uploads/2024/05/dp.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)