ଢେଙ୍କାନାଳ : ସୁଲକ୍ଷଣା ଦେବୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଫ୍ୟାନ ଖସି ଦଶମ ଶ୍ରେଣୀ ଛାତ୍ରୀ ଗୁରୁତର ଆହତ

10

କନକ ବ୍ୟୁରୋ : ବିଦ୍ୟାଳୟ ଶ୍ରେଣୀଗୃହରେ ଖସିପଡିଲା ଫ୍ୟାନ । ଢେଙ୍କାନାଳ ସୁଲକ୍ଷଣା ଦେବୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଫ୍ୟାନ ପଡିଯିବାରୁ ଜଣେ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଶ୍ରେଣୀଗୃହରେ ଫ୍ୟାନ ପଡିଯିବା ଯୋଗୁଁ ଏଥଇରେ ଦଶମ ଶ୍ରେଣୀ ଛାତ୍ରୀ ମିଲି ସେଠୀ ଗୁରୁତର ଭାବେ ଆହତ ହୋଇଛନ୍ତି । ତାଙ୍କୁ ଢେଙ୍କାନାଳ ଡାକ୍ତରଖାନାରେ ଭର୍ତି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.