ସମ୍ବଲପୁର ହୀରାକୁଦରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । କାରଣ ଖୋଜୁଛନ୍ତି ୨ଟି ଡାକ୍ତରୀ ଦଳ ।

Advertisment
ସମ୍ବଲପୁର ହୀରାକୁଦରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । କାରଣ ଖୋଜୁଛନ୍ତି ୨ଟି ଡାକ୍ତରୀ ଦଳ ।

କନକ ବ୍ୟୁରୋ: ସମ୍ବଲପୁର ହୀରାକୁଦରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବର୍ତ୍ତମାନ ସୁଦ୍ଧା ୧୩୧ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କ ଜୀବନ ଯାଇଛି । କିଛି ଆକ୍ରାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

ଦୂଷିତ ପାଣି ପାଇଁ ଝାଡ଼ାବାନ୍ତି ବ୍ୟାପୁଥିବା ଆଶଙ୍କା କରାଯାଉିଥିବା ବେଳେ ଏହାର କାରଣ ଖୋଜିବାକୁ ସମ୍ବଲପୁର ଗସ୍ତ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୨ଟି ଟିମ୍ । ଏହି ଟିମ୍ ଘଟଣାସ୍ଥଳ ପରିଦର୍ଶନ କରିବା ସହ ପାଣିର ନମୁନା ସଂଗ୍ରହ କରି ତଦନ୍ତ କରିବ । ଏହାପରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe