କାଲିଠାରୁ ଚାଲିବ ନାଟମଣ୍ଡପ ମରାମତି କାମ । ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ଆଜି ରାତି ୨ଟାରୁ ଖୋଲିବ ଦ୍ୱାର

କାଲିଠାରୁ ଚାଲିବ ନାଟମଣ୍ଡପ ମରାମତି କାମ । ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ଆଜି ରାତି ୨ଟାରୁ ଖୋଲିବ ଦ୍ୱାର

କନକ ବ୍ୟୁରୋ : ଆସନ୍ତାକାଲିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ନାଟମଣ୍ଡପ ମରାମତି କାମ । ଏଥିପାଇଁ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଂଟ ହୋଇଚି । ନିଷ୍ପତି ଅନୁସାରେ, ଆଜି ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ । ଆସନ୍ତାକାଲି ଦିନ ଗୋଟାଏରୁ ନାଟମଣ୍ଡପ ମରାପତି କାମ ଆରମ୍ଭ ହୋଇ ସନ୍ଧ୍ୟା ୭ଟାରେ ସରିବ । ପୂର୍ବରୁ ନାଟମଣ୍ଡପର ଉପରି ଭାଗର ପଥର ଯୋଡ଼େଇ ଓ ସଫା କାମ କରାଯାଇଥିଲା । ଏବେ ୪ଟି ଷ୍ଟେନ ଲେସ୍ ଷ୍ଟିଲ ବିମ୍ ଲଗାଯିବ । ଏଥିପାଇଁ ଡିଜାଇନ ଚୂଡ଼ାନ୍ତ ହେବା ସହ ଅନୁମତି ମଧ୍ୟ ମିଳିସାରିଛି । ସେହିପରି ମାସକୁ ଥରେ ଶ୍ରୀମନ୍ଦିର ଭିତରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଦିବ୍ୟାଙ୍ଗ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe