କନକ ବ୍ୟୁରୋ: ମିଶନ ଦିବ୍ୟାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ଡିଆରଡିଓ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସୋମବାର ଅପରାହ୍ନରେ ଟୁଇଟ୍ କରି ମୋଦୀ ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍ କରି ମୋଦୀ ଲେଖିଛନ୍ତି, ମିଶନ ଦିବ୍ୟାସ୍ତ୍ର ପାଇଁ ଡିଆରଡିଓ ବୈଜ୍ଞାନିକଙ୍କ ଉପରେ ଆମର ଗର୍ବ । ଏମଆଇଆରଭି ଜ୍ଞାନକୌଶଳ ସହ ନିର୍ମାଣ ହେଇଥିବା ଏହି ମିସାଇଲର ସଫଳ ପରୀକ୍ଷଣ ହେଇଛି । ସ୍ୱଦେଶୀ ରୂପେ ବିକଶିତ ହେଇଥିବା ଅଗ୍ନି-୫ ମିସାଇଲର ପ୍ରଥମ ଉଡାଣ ସଫଳ ହେଇଛି ବୋଲି ମୋଦୀ ଟୁଇଟ୍ କରି ସୂଚନା ଦେଇଛନ୍ତି ।
Proud of our DRDO scientists for Mission Divyastra, the first flight test of indigenously developed Agni-5 missile with Multiple Independently Targetable Re-entry Vehicle (MIRV) technology.
— Narendra Modi (@narendramodi) March 11, 2024
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2024/03/20-7.jpg)