ନବୀନ ନିବାସରେ ଚାଲିଛି ନିର୍ବାଚନ କସରତ । ଲାଗିଛି ନେତାଙ୍କ ଭିଡ ।

Advertisment
ନବୀନ ନିବାସରେ ଚାଲିଛି ନିର୍ବାଚନ କସରତ ।  ଲାଗିଛି ନେତାଙ୍କ ଭିଡ ।

କନକ ବ୍ୟୁରୋ: ଆଜି ନବୀନ ନିବାସରେ ସମ୍ବଲପୁର ଲୋକସଭା କ୍ଷେତ୍ରର ସମୀକ୍ଷା । ବୈଠକରେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ବରିଷ୍ଠ ନେତା ଓ ପର୍ଯ୍ୟବେକ୍ଷକ ଉପସ୍ଥିତ ଅଛନ୍ତି । ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ନବ ଦାସଙ୍କ ପୁଅ ବିଶାଳ ଦାସ, ବଣେଇର ପୂର୍ବତନ ବିଧାୟକ ଭୀମସେନ ଚୌଧୁରୀ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ସାମିଲ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିଂ, ବିଜେଡତ ନେତା ମଙ୍ଗଳା କିଷାନ, ସୁନ୍ଦରଗଡ଼ ପର୍ଯ୍ୟବେକ୍ଷକ ପ୍ରୀତିରଞ୍ଜନ ଘଡ଼ାଇ, ସାରଦା ନାୟକ ଓ ଦିଲ୍ଲୀପ ତିର୍କୀ ପ୍ରମୁଖ ଉପସ୍ଥିତ ଅଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe