ଉପ-ରାଷ୍ଟ୍ରପତି ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଅଗଷ୍ଟ ୬ ତାରିଖରେ ଉପ-ରାଷ୍ଟ୍ରପତି ନିର୍ବାଚନ ।

ଉପ-ରାଷ୍ଟ୍ରପତି ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଅଗଷ୍ଟ ୬ ତାରିଖରେ ଉପ-ରାଷ୍ଟ୍ରପତି ନିର୍ବାଚନ ।

କନକ ବ୍ୟୁରୋ: ରାଷ୍ଟ୍ରପତି ନିର୍ବାଚନ ପରେ ଉପ-ରାଷ୍ଟ୍ରପତି ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଆସନ୍ତା ଅଗଷ୍ଟ ୬ ତାରିଖରେ ଦେଶରେ ଉପ ରାଷ୍ଟ୍ରପତି ନିର୍ବାଚନ ହେବ । ଏନେଇ ଆଜି ନିର୍ବାଚନ କମିସନ ତାରିଖ ଘୋଷଣା କରିଛନ୍ତି । ଅଗଷ୍ଟ ୧୦ ତାରିଖରେ ବର୍ତ୍ତମାନର ଉପ-ରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ସରିବାକୁ ଯାଉଛି । ତେଣୁ ତାଙ୍କ କାର୍ଯ୍ୟକାଳ ସରିବା ପୂର୍ବରୁ ଦେଶରେ ଉପରାଷ୍ଟ୍ରପତି ଉପ ନିର୍ବାଚନ ସାରିବାକୁ ନିର୍ବାଚନ କମିସନ ଲକ୍ଷ୍ୟ ରଖିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe