ସରିଲା ମହାପ୍ରଭୁଙ୍କ ଆଡପ ଦର୍ଶନ: କାଲି ବାହୁଡିବେ ଶ୍ରୀଜୀଉ

85

କନକ ବ୍ୟୁରୋ: ସରିଲା ମହାପ୍ରଭୁଙ୍କ ଆଡପ ଦର୍ଶନ । ନିର୍ଦ୍ଧାରିତ ସମୟ ଅନୁସାରେ ଶେଷ ହୋଇଛି ଆଡପ ଦର୍ଶନ । ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । କାଲି ଶ୍ରୀମନ୍ଦିରକୁ ବାହୁଡିବେ ମହାପ୍ରଭୁ । ଗହଳିକୁ ନଜରରେ ରଖି ପ୍ରଶାସନ ପକ୍ଷ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଭକ୍ତମାନେ କିପରି ସୁରୁଖୁରୁରେ ମହାବାହୁଙ୍କ ଦର୍ଶନ କରିବା ସହ ରଥ ଟାଣିପାରିବେ ସେ ନେଇ ମଧ୍ୟ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।