ଟି-୨୦ ବିଶ୍ୱକପ: ଟସ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି, ପ୍ରଥମେ ବ୍ୟାଟିଂ କରିବ ୱେଷ୍ଟଇଣ୍ଡିଜ 

Advertisment
ଟି-୨୦ ବିଶ୍ୱକପ: ଟସ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି, ପ୍ରଥମେ ବ୍ୟାଟିଂ କରିବ ୱେଷ୍ଟଇଣ୍ଡିଜ 

କନକ ବ୍ୟୁରୋ: ଆଜି ଟି-୨୦ ବିଶ୍ୱକପର ଦ୍ୱିତୀୟ ସୁପର ୧୨ ମ୍ୟାଚରେ ମୁହାଁମହିଁ ହେବେ ଇଂଲଣ୍ଡ-ୱେଷ୍ଟଇଣ୍ଡିଜ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଇଂଲଣ୍ଡ ଦଳ । ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ମୈଦାନକୁ ଓହ୍ଲାଇବ ୱେଷ୍ଟଇଣ୍ଡିଜ ଟିମ । ଆଜିର ମ୍ୟାଚରେ ବଡ ବଡ ଛକା ଚୌକାର ବର୍ଷା ଦେଖିବାକୁ ମିଳିପାରେ । କାରଣ ଉଭୟ ଦଳ ଟି-୨୦ ଫର୍ମାଟରେ ଚମତ୍କାର ପ୍ରଦର୍ଶନ କରି ଆସିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe