କନକ ବ୍ୟୁରୋ : ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ ଆୟୋଜିତ ହୋଇଯାଇଛି । ଶାହରୁଖ ଖାନ ଓ ବିକ୍ରାନ୍ତଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ଦିଆଯାଇଛି । ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫିଲ୍ମ ‘ଜୱାନ’ ପାଇଁ ଶାହରୁଖଙ୍କୁ ଓ '12th ଫେଲ୍'ପାଇଁ ବିକ୍ରାନ୍ତ ମେସିଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି । 'ମିସେସ୍ ଚାଟାର୍ଜୀ Vs ନରୱେ'ପାଇଁ ରାଣୀ ମୁଖାର୍ଜୀଙ୍କୁ ମଧ୍ୟ ଜାତୀୟ ପୁରସ୍କାର ମିଳିଛି ।
71st National Awards 2025: ଶାହରୁଖ ଓ ବିକ୍ରାନ୍ତଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର
ଫିଲ୍ମ ‘ଜୱାନ’ ପାଇଁ ଶାହରୁଖଙ୍କୁ ଓ '12th ଫେଲ୍'ପାଇଁ ବିକ୍ରାନ୍ତ ମେସିଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି ।
/kanak/media/media_files/2025/09/23/national-award-2025-09-23-17-23-14.jpeg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)