71st National Awards 2025: ଶାହରୁଖ ଓ ବିକ୍ରାନ୍ତଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର

Advertisment

ଫିଲ୍ମ ‘ଜୱାନ’ ପାଇଁ ଶାହରୁଖଙ୍କୁ ଓ '12th ଫେଲ୍‌'ପାଇଁ ବିକ୍ରାନ୍ତ ମେସିଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି ।

ଫିଲ୍ମ ‘ଜୱାନ’ ପାଇଁ ଶାହରୁଖଙ୍କୁ ଓ '12th ଫେଲ୍‌'ପାଇଁ ବିକ୍ରାନ୍ତ ମେସିଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି ।

National Award

Photograph: (Kanak News)

କନକ ବ୍ୟୁରୋ : ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ ଆୟୋଜିତ ହୋଇଯାଇଛି । ଶାହରୁଖ ଖାନ ଓ ବିକ୍ରାନ୍ତଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ଦିଆଯାଇଛି । ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫିଲ୍ମ ‘ଜୱାନ’ ପାଇଁ ଶାହରୁଖଙ୍କୁ ଓ '12th ଫେଲ୍‌'ପାଇଁ ବିକ୍ରାନ୍ତ ମେସିଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି । 'ମିସେସ୍‌ ଚାଟାର୍ଜୀ Vs ନରୱେ'ପାଇଁ ରାଣୀ ମୁଖାର୍ଜୀଙ୍କୁ ମଧ୍ୟ ଜାତୀୟ ପୁରସ୍କାର ମିଳିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe