ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନାଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର !

53

ରାଜ୍ୟରେ ସ୍ୱାସ୍ଥ୍ୟ ବିଭାଗର ବିଫଳତା ବିଶ୍ୱ ଦରବାରରେ ଓଡିଶାକୁ ନିନ୍ଦିତ କରିଛି । ଦାନ ମାଝି କଥା ହେଉ ବା ଭାରରେ ଗର୍ଭବତୀ ମହିଳାଙ୍କୁ ନଈ ପାରକରିବା ହେଉ । ପ୍ରତିଦିନ ଏଭଳି ଦୃଶ୍ୟ ଦେଖିବାକୁ ମିଳୁଛି । ଯାହା ବୟାନ୍ କରୁଛି ରାଜ୍ୟରେ କିଭଳି ଭାବେ କାମ କରୁଛି ସ୍ୱାସ୍ଥ୍ୟ ବିଭାଗ । ତେବେ ଏନେଇ କଣ କୁହନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା ଦେଖନ୍ତୁ ଏହି ସାକ୍ଷାତକାରରେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.