ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନାଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର !

Advertisment
ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନାଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର !

ରାଜ୍ୟରେ ସ୍ୱାସ୍ଥ୍ୟ ବିଭାଗର ବିଫଳତା ବିଶ୍ୱ ଦରବାରରେ ଓଡିଶାକୁ ନିନ୍ଦିତ କରିଛି । ଦାନ ମାଝି କଥା ହେଉ ବା ଭାରରେ ଗର୍ଭବତୀ ମହିଳାଙ୍କୁ ନଈ ପାରକରିବା ହେଉ । ପ୍ରତିଦିନ ଏଭଳି ଦୃଶ୍ୟ ଦେଖିବାକୁ ମିଳୁଛି । ଯାହା ବୟାନ୍ କରୁଛି ରାଜ୍ୟରେ କିଭଳି ଭାବେ କାମ କରୁଛି ସ୍ୱାସ୍ଥ୍ୟ ବିଭାଗ । ତେବେ ଏନେଇ କଣ କୁହନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା ଦେଖନ୍ତୁ ଏହି ସାକ୍ଷାତକାରରେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe