ଉପାସନା ମହାପାତ୍ରଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର

149

କନକ ବ୍ୟୁରୋ : ବରିଷ୍ଠ କଂଗ୍ରେସ ନେତା ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ରଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଆଉ ଏଇଥି ପାଇଁ ଚର୍ଚ୍ଚା ଯେ ଲୁଲୁ ସେନା କଂଗ୍ରେସ ଛାଡି ବିଜେପିରେ ମିଶିବେ । ଲୁଲୁଙ୍କ ବଡ ଭାଇ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ମଧ୍ୟ ବିଜେପିରେ ମିଶିବେ । ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ପରିବାରର ଦଳରେ ମିଶ୍ରଣ ନେଇ ଉତ୍ସାହିତ ହୋଇପଡିଛି ବିଜେପି । ଏହି ପ୍ରସଙ୍ଗକୁ ନେଇ ଦେଖନ୍ତୁ ଉପାସନା ମହାପାତ୍ରଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର-

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.