ଉପାସନା ମହାପାତ୍ରଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର

Advertisment
ଉପାସନା ମହାପାତ୍ରଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର

kanak news

କନକ ବ୍ୟୁରୋ : ବରିଷ୍ଠ କଂଗ୍ରେସ ନେତା ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ରଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଆଉ ଏଇଥି ପାଇଁ ଚର୍ଚ୍ଚା ଯେ ଲୁଲୁ ସେନା କଂଗ୍ରେସ ଛାଡି ବିଜେପିରେ ମିଶିବେ । ଲୁଲୁଙ୍କ ବଡ ଭାଇ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ମଧ୍ୟ ବିଜେପିରେ ମିଶିବେ । ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ପରିବାରର ଦଳରେ ମିଶ୍ରଣ ନେଇ ଉତ୍ସାହିତ ହୋଇପଡିଛି ବିଜେପି । ଏହି ପ୍ରସଙ୍ଗକୁ ନେଇ ଦେଖନ୍ତୁ ଉପାସନା ମହାପାତ୍ରଙ୍କ ସହ ସ୍ୱତନ୍ତ୍ର ସାକ୍ଷାତକାର-

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe