ପୋଲିସ ଜୁଲମକୁ ନେଇ ଚାଷୀଙ୍କ ନିଆରା ପ୍ରତିବାଦ : ରାସ୍ତାରେ ପରିବା ଢାଳିଲେ ବାଲିପାଟଣାର ଚାଷୀ

158

କନକ ବ୍ୟୁରୋ : ପୋଲିସ ଜୁଲମ ପ୍ରତିବାଦରେ ରାସ୍ତାରେ ପରିବା ଢାଳିଲେ ଚାଷୀ । ଅଠାନ୍ତର ବନମାଳୀପୁର ରାସ୍ତା ଅବରୋଧ କଲେ ଲୋକେ । ବାଲିପାଟଣା ଧାନହରା ସାପ୍ତାହିକ ହାଟରେ କିଛି ବ୍ୟବସାୟୀ ସାମାଜିକ ନିୟମ ଉଲ୍ଲଘଂନ କରିଥିଲେ । ବାଲିପାଟଣା ପୋଲିସ ସେମାନଙ୍କୁ ତାଗିଦ କରିବା ସହ ପନିପରିବା ଫପୋଡ଼ା ଫିଙ୍ଗା କରିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି । ଏହାକୁ ପ୍ରତିବାଦ କରି ଚାଷୀମାନେ ଅଠାନ୍ତର-ବନମାଳିପୁର ରାସ୍ତା ଧାନହରା ଛକରେ ପନିପରିବା ରଖି ରାସ୍ତାରୋକ କରିଛନ୍ତି ।

Comments are closed.