ଫେବୃଆରୀ ୧୬ ଭାରତ ବନ୍ଦ । ଭାରତ ବନ୍ଦ ଡାକରା ଦେଇଛି ବିଭିନ୍ନ କୃଷକ ସଂଗଠନ

ଫେବୃଆରୀ ୧୬ ଭାରତ ବନ୍ଦ । ଭାରତ ବନ୍ଦ ଡାକରା ଦେଇଛି ବିଭିନ୍ନ କୃଷକ ସଂଗଠନ

କନକ ବ୍ୟୁରୋ : ଦିଲ୍ଲୀରେ କୃଷକ ଆନ୍ଦୋଳନ ଉଗ୍ରରୂପ ନେଇଥିବା ବେଳେ ଆସନ୍ତା କାଲି ଭାରତ ବନ୍ଦ୍ ଡାକରା ଦେଇଛନ୍ତି ବିଭିନ୍ନ କୃଷକ ସଂଗଠନ । ଚାଷୀଙ୍କ ଦ୍ୱାରା ଉତ୍ପାଦିତ ଫସଲର ସର୍ବନିମ୍ନ ଦାମକୁ ଆଇନସିଦ୍ଧ କରିବା, ଦେଶରେ ବଢୁଥିବା ବେକାରୀ ସମସ୍ୟାର ସମାଧାନ କରିବା ଭଳି ବିଭିନ୍ନ ଦାବି ନେଇ କୃଷକ ସଂଗଠନମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି । ଏହାସହ କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତି ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe