ଶିଶୁ ସୁରକ୍ଷା କମିଟିର ସଦସ୍ୟଙ୍କୁ ପିିଟିପିଟି ହତ୍ୟା : ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ

ଶିଶୁ ସୁରକ୍ଷା କମିଟିର ସଦସ୍ୟଙ୍କୁ ପିିଟିପିଟି ହତ୍ୟା : ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ

କନକ ବ୍ୟୁରୋ : ମହିଳାଙ୍କୁ ପିିଟିପିଟି ହତ୍ୟା । ବ୍ରହ୍ମପୁର ଗୋଷାଣୀ ନୂଆଗାଁ ଥାନା ନୀଳକଣ୍ଠ ନଗରରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ କିଛି ଦୁବୃର୍ତ୍ତ ମହିଳାଙ୍କ ଘରେ ପଶି ହତ୍ୟା କରିଛନ୍ତି । ମୃତ ମହିଳା ଜଣଙ୍କ ହେଉଛନ୍ତି ଶିଶୁ ସୁରକ୍ଷା କମିଟିର ସଦସ୍ୟ ସୌଦାମିନି ରଥ । ସୌଦାମିନି ଗତକାଲି ଘରେ ମୋବାଇଲରେ କଥା ହେଉଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କ ଘରେ ପଶି ଆକ୍ରମଣ କରିଥିଲେ । ତାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe