ଆଜି ପଂଚମ ପର୍ଯ୍ୟାୟ ପଂଚାୟତ ଭୋଟ : ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ମତଦାନ;ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି  

Advertisment
ଆଜି ପଂଚମ ପର୍ଯ୍ୟାୟ ପଂଚାୟତ ଭୋଟ : ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ମତଦାନ;ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି  

କନକ ବ୍ୟୁରୋ : ଆଜି ପଂଚମ ତଥା ଶେଷ ପର୍ଯ୍ୟାୟ ପଂଚାୟତ ଭୋଟ ।  ଏହି ଫେଜରେ  ୨୫ ଜିଲ୍ଲାରେ ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟଗ୍ରହଣ ହେବ । ୯୭୫ ଗ୍ରାମ ପଂଚାୟତର ୧୩ ହଜାର ୫୧୪ ବୁଥରେ ଭୋଟ ପଡିବ ।  ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଶେଷ ପର୍ଯ୍ୟାୟରେ ଜିତାପଟ ପାଇଁ ପ୍ରାର୍ଥୀ, ଦଳ ଓ କର୍ମୀ ପୂରା ଦମ ଲଗାଇଦେଇଛନ୍ତି । ୧୩ ହଜାର ୫୧୪ଟି ବୁଥରୁ ୨ହଜାର ୨୭ଟି ବୁଥ ସମ୍ବେଦନଶୀଳ ବୁଥ ରହିଛି । ଯାହାକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ୨୫ଟି ଜିଲ୍ଲାରେ ଅତିରିକ୍ତ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe