କନକ ବ୍ୟୁରୋ: ବିଧାନସଭା ଅଧିବେସନର ପଞ୍ଚମ ଦିନ । ଆଜି କାମଚଳା ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ୨୦୨୪-୨୫ ଆର୍ଥକ ବର୍ଷ ପାଇଁ ଉପସ୍ଥାପିତ ହେବ ୨ ଲକ୍ଷ ୬୦ ହଜାର କୋଟି ଟଙ୍କାର ବଜେଟ୍ । ଗତ ୩ ତାରିଖ ମନ୍ତ୍ରୀ ପରିଷଦ ବୈଠକରେ ମିଳିଥିଲା ଅନୁମୋଦନ । ସାଧାରଣ ନିର୍ବାଚନ ଆଗକୁ ଥିବାରୁ ବଜେଟ୍ ବଡ ଘୋଷଣା କରିପାରେ ବିଜେଡି ।
ଆଜି କାମଚଳା ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ । ୨୦୨୪-୨୫ ଆର୍ଥକ ବର୍ଷ ପାଇଁ ଉପସ୍ଥାପିତ ହେବ ୨ ଲକ୍ଷ ୬୦ ହଜାର କୋଟି ଟଙ୍କାର ବଜେଟ୍ ।
/kanak/media/post_attachments/wp-content/uploads/2024/02/Bikram-Arukha.jpeg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)