ବାରିପଦା ମେଡିକାଲ କଲେଜରେ ଅଗ୍ନିକାଣ୍ଡ। ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି 

ବାରିପଦା ମେଡିକାଲ କଲେଜରେ ଅଗ୍ନିକାଣ୍ଡ। ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି 

କନକ ବ୍ୟୁରୋ: ବାରିପଦା ମେଡିକାଲ କଲେଜରେ ଅଗ୍ନିକାଣ୍ଡ । ତୃତୀୟ ମହଲାରେ ଥିବା ଆଇସିୟୁରେ ଲାଗିଛି ନିଆଁ । ନିଆଁକୁ ଆୟତ୍ତ ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରିରହିଛି । ଆଇସିୟୁ ଏବଂ ୱାର୍ଡର ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe