ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାରେ ଲାଗିଲା ନିଆଁ । ଆୟତ କରିବାକୁ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ

588

କନକ ବ୍ୟୁରୋ : ରାଜଧାନୀରେ ଥିବା ଲୋକସେବା ଭବନରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଲୋକସେବା ଭବନର ପ୍ରଥମ ମହଲାରେ ନିଆଁ ଲାଗିଛି । ଏହି ପ୍ରଥମ ମହଲାରେ ରାଜସ୍ୱ ବିଭାଗର କାର୍ଯ୍ୟାଳୟ ରହିଛି । ଖବର ପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ କରିବାକୁ ଉଦ୍ୟମ କରୁଛି ।