ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାରେ ଲାଗିଲା ନିଆଁ । ଆୟତ କରିବାକୁ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ

Advertisment
ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାରେ ଲାଗିଲା ନିଆଁ । ଆୟତ କରିବାକୁ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ

କନକ ବ୍ୟୁରୋ : ରାଜଧାନୀରେ ଥିବା ଲୋକସେବା ଭବନରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଲୋକସେବା ଭବନର ପ୍ରଥମ ମହଲାରେ ନିଆଁ ଲାଗିଛି । ଏହି ପ୍ରଥମ ମହଲାରେ ରାଜସ୍ୱ ବିଭାଗର କାର୍ଯ୍ୟାଳୟ ରହିଛି । ଖବର ପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ କରିବାକୁ ଉଦ୍ୟମ କରୁଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe