କନକ ବ୍ୟୁରୋ: କଟକରେ ଗ୍ୟାସ୍ ଲିକରୁ ଅଗ୍ନିକାଣ୍ଡ । ପିଠାପୁର ସ୍ଥିତ ତାରଚାନ୍ଦପାଟଣାରେ ଭୋରରୁ ଗ୍ୟାସ୍ ଲିକ୍ ହୋଇ ଅଗ୍ନିକାଣ୍ଡ ହୋଇଛି । ରୋଷେଇ ଚାଲିଥିବା ବେଳେ ଗ୍ୟାସ୍ ଲିକ୍ ହୋଇ ହଠାତ୍ ନିଆଁ ଲାଗି ଯାଇଥିଲା । ଏଥିରେ ୩ ଜଣ ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଏସ୍ସିବିରେ ଭର୍ତି କରାଯାଇଛି । ନିଆଁ ଲାଗିବା ଖବର ଜଣାପଡ଼ିବା ପରେ ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ କରିଥିଲେ ।
ଗ୍ୟାସ୍ ଲିକରୁ ଅଗ୍ନିକାଣ୍ଡ । ରୋଷେଇ କଲାବେଳେ ହଠାତ୍ ଲାଗିଗଲା ନିଆଁ ।
/kanak/media/post_attachments/wp-content/uploads/2023/12/fire-1.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)