ଖୋର୍ଦ୍ଧା ବରୁଣେଇ ପାହାଡ ସଂଲଗ୍ନ ଜଙ୍ଗଲରେ ନିଆଁ । ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭାଉଛି ଅଗ୍ନିଶମ ବାହିନୀ ।

Advertisment
ଖୋର୍ଦ୍ଧା ବରୁଣେଇ ପାହାଡ ସଂଲଗ୍ନ ଜଙ୍ଗଲରେ ନିଆଁ । ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭାଉଛି ଅଗ୍ନିଶମ ବାହିନୀ ।

କନକ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥିବା ଘଟଣାକୁ ନେଇ ରାଜନୈତିକ ସରଗରମ ସହ ତମ୍ବି ତୋଫାନ ଚାଲିଛି । ଏପଟେ ଖୋର୍ଦ୍ଧା ବରୁଣେଇ ପାହାଡ ସଂଲଗ୍ନ ଜଙ୍ଗଲରେ ନିଆଁ ଲାଗିଥିବା ଖବର ଆସିଛି । ଗଡଖୋର୍ଦ୍ଧା ନିକଟ ଜଙ୍ଗଲ ଜଳୁଛି । ତେବେ କେମିତି ଜଙ୍ଗଲରେ ନିଆଁ ଲାଗିଲା ତାହା ଜଣାପଡି ନାହିଁ । ଅନ୍ୟପଟେ ଜଙ୍ଗଲ ନିଆଁ ଖବର ପାଇ ଖୋର୍ଦ୍ଧା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଲିଭାଇବାକୁ ଚେଷ୍ଟା କରୁଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe