କନକ ବ୍ୟୁରୋ: ପୁରୀ ରେଳ ଷ୍ଟେସନର ୱାନ-ଏ ଟ୍ରାକରେ ନିଆଁ ଲାଗିଛି । ଏହାପରେ ତୁରନ୍ତ ଟ୍ରାକକୁ ଖାଲି କରାଯାଇଛି । ଅଗ୍ନିଶମ ବାହୀନି ନିଆଁକୁ ଆୟତ କରିଥିବା ବେଳେ ଟ୍ରାକରେ ବର୍ତ୍ତମାନ ଟ୍ରେନ ଚଳାଚଳ ବନ୍ଦ ରହିଛି । ଘଟଣାସ୍ଥଳରେ ଷ୍ଟେସନ ମ୍ୟାନେଜର ଓ ରେଳବାଈ ଅଧିକାରୀ ଉପସ୍ଥିତ ଅଛନ୍ତି ।