କନକ ବ୍ୟୁରୋ: ବିଜୟ ଅମୃତ କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ । ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ବିଜୟ ଅମୃତ କୁଲାଙ୍ଗେ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ତାଙ୍କର ନୂଆ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ସେ ବିଏମସି କମିଶନର ଦାୟିତ୍ୱରେ ଥିଲେ । କିଛି ଦିନ ତଳେ ତାଙ୍କୁ ହଠାତ୍ ପଦରୁ ହଟାଇ ଏକ ମାସ ଛୁଟି ଦିଆଯାଇଥିଲା । ଆଉ ଛୁଟି ସରିବା ପରେ ଏବେ ସରକାର ତାଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି ।
ବିଜୟ ଅମୃତ କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ । ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ପୂର୍ବତନ ବିଏମସି କମିଶନର
/kanak/media/post_attachments/wp-content/uploads/2024/03/14-17.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)