ବିଜେଡି ଛାଡ଼ି ବିଜେପିରେ ସାମିଲ ହେଲେ କଳାହାଣ୍ଡିର ପୂର୍ବତନ ସାଂସଦ । ପତ୍ନୀ ମାଳବିକା ଦେବୀଙ୍କ ସହ ପଦ୍ମ ଧରିଲେ ଅର୍କକେଶରୀ ଦେଓ

Advertisment
ବିଜେଡି ଛାଡ଼ି ବିଜେପିରେ ସାମିଲ ହେଲେ କଳାହାଣ୍ଡିର ପୂର୍ବତନ ସାଂସଦ । ପତ୍ନୀ ମାଳବିକା ଦେବୀଙ୍କ ସହ ପଦ୍ମ ଧରିଲେ ଅର୍କକେଶରୀ ଦେଓ

କନକ ବ୍ୟୁରୋ: ବିଜେପିରେ ସାମିଲ ହେଲେ ପୂର୍ବତନ କଳାହାଣ୍ଡି ସାଂସଦ ଅର୍କକେଶରୀ ଦେଓ । ଅର୍କକେଶରୀଙ୍କ ସହ ତାଙ୍କ ପତ୍ନୀ ମାଳବିକା ଦେବୀ ମଧ୍ୟ ବିଜେପିରେ ମିଶିଛନ୍ତି । ଏଥିସହ ମଦନପୁର ଓ ରାମପୁର ରାଜ ପରିବାରର ତନ୍ମୟ ପ୍ରତାପ ସିଂହ ଦେଓ ଏବଂ କୁମାର ସାହେବଙ୍କ ବୋହୂ ତଥା ଅନ୍ତର୍ଜାତୀୟ ସେରାମିକ ଆର୍ଟିଷ୍ଟ ପୃଥ୍ୱୀରାଜ ସିଂହଦେଓଙ୍କ ପତ୍ନୀ ମଧ୍ୟ ସଂଯୁକ୍ତା ଦେବୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe