କନକ ବ୍ୟୁରୋ : ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ । ଚିକିତ୍ସାଧିନ ଅବସ୍ଥାରେ ୮୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନରେନ୍ଦ୍ର ସ୍ୱାଇଁ ୨୦୧୫ ଡିସେମ୍ବର ୭ରୁ ୨୦୨୦ ଏପ୍ରିଲ ୨ ପର୍ଯ୍ୟନ୍ତ ଓଡିଶାରୁ ରାଜ୍ୟସଭାରେ ସାଂସଦ ଭାବେ ପ୍ରତିନିଧିତ୍ୱ କରିଥିଲେ ।
ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁ ପରଲୋକ : ଚିକିତ୍ସାଧୀନ ଅବସ୍ଥାରେ ୮୨ ବର୍ଷ ବୟସରେ ଦେହାନ୍ତ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
/kanak/media/post_attachments/wp-content/uploads/2020/09/27-6.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)