ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁ ପରଲୋକ : ଚିକିତ୍ସାଧୀନ ଅବସ୍ଥାରେ ୮୨ ବର୍ଷ ବୟସରେ ଦେହାନ୍ତ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

1,242
କନକ ବ୍ୟୁରୋ : ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ । ଚିକିତ୍ସାଧିନ ଅବସ୍ଥାରେ ୮୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ନରେନ୍ଦ୍ର ସ୍ୱାଇଁ ୨୦୧୫ ଡିସେମ୍ବର ୭ରୁ ୨୦୨୦ ଏପ୍ରିଲ ୨ ପର୍ଯ୍ୟନ୍ତ ଓଡିଶାରୁ ରାଜ୍ୟସଭାରେ ସାଂସଦ ଭାବେ ପ୍ରତିନିଧିତ୍ୱ କରିଥିଲେ ।

Comments are closed.