ବିଜେଡି ଛାଡିଲେ ମହିଳା କମିଶନ୍ ପୂର୍ବତନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ।ବିଜେଡି ସୁପ୍ରିମୋଙ୍କୁ ପଠାଇଲେ ଇସ୍ତଫା ପତ୍ର ।

Advertisment
ବିଜେଡି ଛାଡିଲେ ମହିଳା କମିଶନ୍ ପୂର୍ବତନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ।ବିଜେଡି ସୁପ୍ରିମୋଙ୍କୁ ପଠାଇଲେ ଇସ୍ତଫା ପତ୍ର ।

କନକ ବ୍ୟୁରୋ: ବିଜେଡି ଛାଡିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ସୂଚନା ଅନୁସାରେ ଜ୍ୟୋତି ପାଣିଗ୍ରାହୀ ବିଜେଡିର ଜଣେ ଦକ୍ଷ ନେତ୍ରୀ ଭାବେ ଜଣାଶୁଣା। ସେଥିପାଇଁ ଦଳ ତାଙ୍କୁ ସୁନ୍ଦରଗଡର ପର୍ୟ୍ୟବେକ୍ଷକ ଦାୟିତ୍ୱ ଦେଇଥିଲା। କିନ୍ତୁ ଏବେ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ପତ୍ରରେ ସେ କହିଛନ୍ତି ଯେ ପୂର୍ବ ପରି ଦଳ ଆଉ ନାହିଁ। ଦଳର ନେତାଙ୍କୁ ଆଉ ଭେଟି ହେଉନାହିଁ। ଜ୍ୟୋତି ପାଣିଗ୍ରାହୀଙ୍କ ସ୍ୱାମୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ କରି ଦଳ ଛାଡିବାକୁ ବାଧ୍ୟ ହୋଇଥିବା କହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe