କନକ ବ୍ୟୁରୋ : ନିର୍ବାଚନ ଯେତିକି ପାଖଉଛି ରାଜ୍ୟ ରାଜନୀତି ସେତେ ସରଗରମ ହେଉଛି । ରାଜ୍ୟରେ ଦଳଡିଆଁ ରାଜନୀତି ଚାଲିଛି । ଗୋଟିଏ ଦଳ ଛାଡି ଅନ୍ୟ ଦଳରେ ସାମିଲ ହେଉଛନ୍ତି ନେତା । କିଏ ଟିକେଟ୍ ଆଶାରେ ଅନ୍ୟ ଦଳରେ ସାମିଲ ହେଉଛି ତ ଆଉ କିଏ ଦଳରେ ଅଲୋଡା ହୋଇ ଦଳ ଛାଡୁଛି । ଆଉ ଏହାରି ଭିତରେ ଆଉ ଜଣେ ବରିଷ୍ଠ ନେତା କଂଗ୍ରେସ ଦଳ ଛାଡିବା ଘଟଣା ସାମ୍ନାକୁ ଆସିଛି ।
କଂଗ୍ରେସ ଛାଡିଛନ୍ତି ବରିଷ୍ଠ ନେତା ଗଣେଶ୍ୱର ବେହେରା । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ପିସିସି ସଭାପତିଙ୍କୁ ଏନେଇ ଇସ୍ତଫାପତ୍ର ପଠାଇଛନ୍ତି । ତେବେ ଗଣେଶ୍ୱର ବେହେରା ଦଳ ଛାଡିବା ପରେ ତାଙ୍କର ଆଗାମୀ ପଦକ୍ଷେପ କଣ ରହିବ ତା’ଉପରେ ନଜର
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/04/7-1.jpg)