କନକ ବ୍ୟୁରୋ: ହାଇଦର ମୃତ୍ୟୁ ନେଇ ପୋଲିସ ପକ୍ଷରୁ ସୂଚନା । ଖସି ପଳାଉଥିବା ବେଳେ ଏନକାଉଣ୍ଟର କରିଥିଲା ପୋଲିସ । ଗୁରୁତର ଅବସ୍ଥାରେ ହାଇଦରକୁ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରିଥିଲା ପୋଲିସ । ହାଇଦରର ପେଟରେ ଗୁଳି ବାଜିଥିବା ନେଇ ସୂଚନା ମିଳିଥିଲା ।
ଆଜି ବାଲେଶ୍ୱର ସିମୁଳିଆରେ ଗ୍ୟାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟ ହୋଇଥିଲା । ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ସ୍ଥାନାନ୍ତର କରାଯିବା ବେଳେ ଖସି ପଳାଇବାକୁ ଉଦ୍ୟମ କରୁଥିଲା ହାଇଦର । ଦୌଡି ପଳାଉଥିବା ବେଳେ ଜଣେ ପୋଲିସ ସବ ଇନ୍ସପେକ୍ଟର ହାଇଦର ଉପରକୁ ଗୁଳି କରିଥିଲେ । ଗୁଳିମାଡ ପରେ ଆହାତ ହାଇଦରକୁ ବାଲେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ।
#ଗ୍ୟାଙ୍ଗଷ୍ଟର_ହାଇଦର_ମୃତ_ସୂଚନା
ପୋଲିସ ଏନକାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦର ମୃତ ସୂଚନା । ଖସି ଯିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ କରିଥିଲା ଗୁଳି । #Haider#Gangsterpic.twitter.com/a9XBksm6Ee— Kanak News (@kanak_news) July 24, 2021
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/07/49.jpg)