କନକ ବ୍ୟୁରୋ : ପୂଜା ମଣ୍ଡପରେ ମାତିଲେ ଚେନ ଲୁଟେରା । ଭିଡର ସୁଯୋଗ ନେଇ ମହିଳାଙ୍କ ବେକରୁ ଚେନ ଲୁଟି ନେଉଛନ୍ତି ଦୁର୍ବୃତ୍ତ । ଭୁବନେଶ୍ୱର ବମିଖାଲ ପୂଜା ମଣ୍ଡପରୁ ଥରକରେ ୪ ଜଣ ମହିଳାଙ୍କ ବେକରୁ ଚେନ ଲୁଟି ନେଇଛନ୍ତି । ଏନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସିସିଟିଭି ଭିଜୁଆଲ ଦେଖି ଲୁଟେରାଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ ଚେଷ୍ଟା କରୁଛି ।
ମଣ୍ଡପରେ ମାତିଛନ୍ତି ଚେନ୍ ଲୁଟେରା : ବମିଖାଲ ପୂଜାମଣ୍ଡପରେ ୪ ଜଣ ମହିଳା ଲୁଟର ଶିକାର
/kanak/media/post_attachments/wp-content/uploads/2023/10/juhmnyhn.jpg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)