କନକ ବ୍ୟୁରୋ : ପୂଜା ମଣ୍ଡପରେ ମାତିଲେ ଚେନ ଲୁଟେରା । ଭିଡର ସୁଯୋଗ ନେଇ ମହିଳାଙ୍କ ବେକରୁ ଚେନ ଲୁଟି ନେଉଛନ୍ତି ଦୁର୍ବୃତ୍ତ । ଭୁବନେଶ୍ୱର ବମିଖାଲ ପୂଜା ମଣ୍ଡପରୁ ଥରକରେ ୪ ଜଣ ମହିଳାଙ୍କ ବେକରୁ ଚେନ ଲୁଟି ନେଇଛନ୍ତି । ଏନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସିସିଟିଭି ଭିଜୁଆଲ ଦେଖି ଲୁଟେରାଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ ଚେଷ୍ଟା କରୁଛି ।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  
  
 Follow Us